Tag Archives: President Of India

ସ୍ବର୍ଗତ ପିତାଙ୍କ ଋଣ ଶୁଝିବାକୁ ଅନାଥ ପୁଅଙ୍କୁ ସମନ, ହସ୍ତକ୍ଷେପ କରିବାକୁ ରାଷ୍ଟ୍ରପତିଙ୍କୁ ନିବେଦନ

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ମା’ବାପା ଛେଉଣ୍ଡ ଦୁଇ ନାବାଳଙ୍କ ନାମରେ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ବରଗଡ଼ ଶାଖା ପକ୍ଷରୁ ପିତାଙ୍କ ନାମରେ ଥିବା ଋଣ ଶୁଝିବାକୁ ସମନ ଜାରି କରାଯାଇଛି। ଏ ନେଇ ନାବାଳକ ଦ୍ୱୟ ପତ୍ର ମାଧ୍ୟମରେ ରାଷ୍ଟ୍ରପତି ଓ ଜାତୀୟ...

Video: ନୂତନ ସଂସଦ ଭବନରେ ପୁରାଣର ରାଣୀ ପରି ହେଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସ୍ୱାଗତ

ନୂଆଦିଲ୍ଲୀ,୩୧।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂତନ ସଂସଦ ଭାବନାରେ ବୁଧବାର ତାଙ୍କର ପ୍ରଥମ ଅଭିଭାଷଣ ରଖିଛନ୍ତି। ପାରମ୍ପାରିକ ଘୋଡ଼ା ଗାଡ଼ିରେ ବଜେଟ୍ ଅଧିବେଶନ ପାଇଁ ରାଷ୍ଟ୍ରପତି ମୁର୍ମୁ ନୂତନ ସଂସଦ ଭବନରେ ପହଞ୍ଚିଥିଲେ। ଏହାପରେ ସଂସଦରେ ପ୍ରବେଶ କରିବା ସମୟରେ...

ନଭେମ୍ବର ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୯।୧୧: ନଭେମ୍ବର ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri