ପ୍ରଧାନମନ୍ତ୍ରୀଙ୍କୁ ନିଜ ଗାଁ ବୁଲାଇବେ ରାଷ୍ଟ୍ରପତି ବାରିପଦା,୨୦ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବାବେଳେ ଶନିବାର ପୂର୍ବାହ୍ନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର ଗାଁ ମୟୂରଭଞ୍ଜର ପାହାଡ଼ପୁରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଶାଶୁଘର ଗାଁକୁ ଆସିଥିବାରୁ ରାଷ୍ଟ୍ରପତି ନିଜ ଗାଁ ବୁଲାଇ ଦେଖାଇବେ। ରାଷ୍ଟ୍ରପତି ଆଜି ସେଠାରେ…