ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍ ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ ରୁଷ ଯୁଦ୍ଧ ଜିତିବା ପାଇଁ ଆତ୍ମବିଶ୍ୱାସୀ। ବିଶ୍ୱର ସବୁଠାରୁ ଶକ୍ତିଶାଳୀ ନେତାମାନଙ୍କ ମଧ୍ୟରୁ...