ରାଖୀରେ ମହିଳାଙ୍କ ସୁରକ୍ଷା ପାଇଁ ସମସ୍ତେ ସଂକଳ୍ପ ନିଅନ୍ତୁ: ରାଷ୍ଟ୍ରପତି
ନୂଆଦିଲ୍ଲୀ୧୯ା୮: ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,‘ଭଉଣୀ-ଭାଇଙ୍କ ମଧ୍ୟରେ ପ୍ରେମ ଓ ବିଶ୍ବାସର ପର୍ବ ହେଉଛି ରକ୍ଷାବନ୍ଧନ। ଏହି ପର୍ବ ସମସ୍ତ ଭଉଣୀ ଏବଂ ଝିଅଙ୍କ ପ୍ରତି ସମ୍ମାନର…
ନ୍ୟୁଜିଲାଣ୍ଡରେ ରାଷ୍ଟ୍ରପତିଙ୍କୁ ନିଆରା ଢଙ୍ଗରେ ସ୍ବାଗତ, ଦେଖନ୍ତୁ ଭିଡିଓ…
ଓ୍ବିଲିଂଟନ/ନୂଆଦିଲ୍ଲୀ,୮ା୮: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଗସ୍ତରେ ଅଛନ୍ତି। ସେ ବୁଧବାର ନ୍ୟୁଜିଲାଣ୍ଡରେ ପହଞ୍ଚି ସେଠାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଟଡ୍ ମ୍ୟାକଲେ ଏବଂ ଭାରତୀୟ ହାଇ କମିଶନର ନୀତା ଭୂଷଣ ତାଙ୍କୁ ସ୍ବାଗତ କରିଥିଲେ। ଗୁରୁବାର ରାଷ୍ଟ୍ରପତି…
ପୂର୍ବତନ ରାଷ୍ଟ୍ରପତିଙ୍କୁ ଗୁଳିମାଡ଼, ଜଣେ ବ୍ୟକ୍ତିଙ୍କ ମୃତ୍ୟୁ
ୱାଶିଂଟନ୍, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଛି । ପେନ୍ସ୍ଲେଭାନିଆରେ ଆୟୋଜିତ ଏକ ରାଲିରେ ତାଙ୍କ ଉପରକୁ ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି । ଗୁଳି ଶବ୍ଦ ଶୁଣି ତାଙ୍କର ଅଙ୍ଗରାଖୀମାନେ ତାଙ୍କୁ ମଞ୍ଚ ଉପରୁ ଓହ୍ଲାଇ ଦେଇଥିଲେ…
ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଏମିତି କହିଲେ ଅଖିଳେଶ ଯାଦବ, ମୁଁ ସବୁ…
ନୂଆଦିଲ୍ଲୀ,୨୭ା୬: ୧୮ତମ ଲୋକ ସଭାର ଚତୁର୍ଥ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପାର୍ଲାମେଣ୍ଟର ଉଭୟ ଗୃହ ରାଜ୍ୟ ସଭା ଏବଂ ଲୋକ ସଭାକୁ ସମ୍ବୋଧିତ କରିଛନ୍ତି। ଏହାପୂର୍ବରୁ ସମାଜବାଦୀ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କନୌଜର ଏମ୍ପି ଅଖିଳେଶ ଯାଦବ ରାଷ୍ଟ୍ରପତିଙ୍କ…
ଦେଶବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୪ା୬: ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ରାଷ୍ଟ୍ରପତି ଲେଖିଛନ୍ତି, ‘ରଜ’ ଉପଲକ୍ଷେ ରାଜ୍ୟ ତଥା ଦେଶବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା’। ‘ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା ପାନ, ଦୋଳି…
କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…
ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ ନିର୍ବାଚନ ପାଇଁ ନିରନ୍ତର ପୂର୍ବାନୁମାନ କରିଆସୁଛନ୍ତି। ଗତ ୧୦ଟି ନିର୍ବାଚନରେ ଆଲାନ ପୂର୍ବାନୁମାନ କରିଛନ୍ତି,…
ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି
ଭୁବନେଶ୍ୱର/ନୂଆଦିଲ୍ଲୀ,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି, ଭେଟେରାନ ନେତା ଦାମୋଦର ରାଉତଙ୍କ ଦେହାନ୍ତରେ…
ଅର୍ଜିତ ଶିକ୍ଷା ଜ୍ଞାନକୁ ସମାଜ, ଦେଶର ଉନ୍ନତିରେ ବିନିଯୋଗ କର: ରାଷ୍ଟ୍ରପତି
ବ୍ରହ୍ମପୁର,୧ା୩(ତନୁଶ୍ରୀ ନାହାକ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ବ୍ରହ୍ମପୁର ଆସି ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ଏହି ଉତ୍ସବରେ ସେ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଉଦ୍ବୋଧନ ଦେଇଥିଲେ। ରାଷ୍ଟ୍ରପତି କହିଥିଲେ, ନିଜ ଦ୍ୱାରା ଅର୍ଜିତ ଜ୍ଞାନକୁ ନିଜର, ନିଜ ପରିବାର, ନିଜେ…
ଆଜି ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି
ଭୁବନେଶ୍ୱର,୨୭।୧୧(ଅସମାପିକା ସାହୁ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚତ୍ଛନ୍ତି। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ରାଷ୍ଟ୍ରପତି ମୁର୍ମୁ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଓହ୍ଲାଇବା ପରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,…
ପାରାଦୀପ ଆସିବେ ରାଷ୍ଟ୍ରପତି
ପାରାଦୀପ,୧୦।୧୧(ଶରତ ରାଉତ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୭ରେ ପାରାଦୀପ ଗସ୍ତରେ ଆସିବେ। ଏ ନେଇ ସରକାରୀ ଭାବେ ରାଷ୍ଟ୍ରପତି ଭବନର ସଚିବ ସମ୍ପଦ ମେହେଟ୍ଟା ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଯୋଗେ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ଗୁରୁବାର…
Archives


