କନୋଲି ଆୟର୍ଲାଣ୍ଡ ରାଷ୍ଟ୍ରପତି
ଲଣ୍ଡନ,୨୭।୧୦: ଆୟର୍ଲାଣ୍ଡରେ ଶନିବାର ଅନୁଷ୍ଠିତ ନିର୍ବାଚନରେ କାଥେରିନ୍ କନୋଲି ପରବର୍ତ୍ତୀ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି। କନୋଲିଙ୍କ ସପକ୍ଷରେ ୬୦ ପ୍ରତିଶତ ଭୋଟ ଯାଇଥିବା ଜଣାପଡ଼ିଛି। ବିରୋଧୀ ପ୍ରାର୍ଥୀ ପରାଜୟ ସ୍ବୀକାର କରିନେଇଛନ୍ତିି। ପରବର୍ତ୍ତୀ ରାଷ୍ଟ୍ରପତି ଭାବେ ବାମପନ୍ଥୀ ରାଜନୈତିକ ବିଚାରଧାରାକୁ ସମର୍ଥନ…
ଦେଶବାସୀଙ୍କୁ ଦୀପାବଳିର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି, ‘ମୋର ସମସ୍ତ ଦେଶବାସୀଙ୍କୁ ଦୀପାବଳିର ହାର୍ଦ୍ଦିକ ଶୁଭେଚ୍ଛା। ଆଲୋକର ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନକୁ ସୁଖ, ସମୃଦ୍ଧି…
ନେପାଳ ପରେ ଏହି ଦେଶରେ ମୁଣ୍ଡ ଟେକିଲା Gen-Z ପ୍ରୋଟେଷ୍ଟ, ଦେଶ ଛାଡି ପଳାଇଲେ ରାଷ୍ଟ୍ରପତି
ଆଣ୍ଟାନାନାରଭୋ,୧୪।୧୦: ନେପାଳ ପରେ, ଆଫ୍ରିକୀୟ ଦେଶ ମାଡାଗାସ୍କରରେ ବହୁ ସଂଖ୍ୟକ Gen-Z ରାସ୍ତାକୁ ଓହ୍ଲାଇ ପ୍ରତିବାଦ କରିଛନ୍ତି। ପାଣି ଅଭାବକୁ ନେଇ କ୍ରୋଧ ପ୍ରକାଶ ପାଇଲା ପରେ ସରକାରଙ୍କ ଇସ୍ତଫା ଦାବି କରାଯାଇଛି। ଏହି ସମୟରେ, ମାଡାଗାସ୍କରର ରାଷ୍ଟ୍ରପତି ଆଣ୍ଡ୍ରି ରାଜୋଏଲିନା…
କିଏ ଅଧିକ ପାଓ୍ବାରଫୁଲ୍, ରାଷ୍ଟ୍ରପତି ନା ସୁପ୍ରିମକୋର୍ଟ: ଜାଣନ୍ତୁ କ’ଣ ଅଛି ନିୟମ
ନୂଆଦିଲ୍ଲୀ,୧୭।୪: ତାମିଲନାଡୁରେ ରାଜ୍ୟ ସରକାର ବନାମ ରାଜ୍ୟପାଳ ବିବାଦ ଏବେ ସୁପ୍ରିମକୋର୍ଟ ଏବଂ ରାଷ୍ଟ୍ରପତିଙ୍କ କ୍ଷମତା ପର୍ଯ୍ୟନ୍ତ ପହଞ୍ଚିଛି। ସୁପ୍ରିମକୋର୍ଟ ବିଲ ପାସ କରିବା ପାଇଁ ସମୟସୀମା ଧାର୍ଯ୍ୟ କରିବା ପରେ, ଦେଶର ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ଏକ ବିବୃତ୍ତି ସାମ୍ନାକୁ…
ପ୍ରଥମଥର ରାଷ୍ଟ୍ରପତିଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ: ୩ ମାସରେ ନିର୍ଣ୍ଣୟ ନିଅ
ନୂଆଦିଲ୍ଲୀ,୧୨।୪: ରାଜ୍ୟପାଳମାନଙ୍କ ଦ୍ୱାରା ପଠାଯାଇଥିବା ବିଲ ଉପରେ ତିନି ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ପ୍ରଥମଥର ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତି ତାମିଲନାଡୁ ରାଜ୍ୟପାଳଙ୍କ ଦ୍ୱାରା ବିଚାରାଧୀନ ବିଲ୍ଗୁଡ଼ିକୁ ଅନୁମୋଦନ ନ ଦେବାର ନିଷ୍ପତ୍ତିକୁ…
ଲିସବନରେ ସମ୍ମାନୀତ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଲିସବନ,୮।୪: ଲିସବନ ମେୟର କାର୍ଲୋସ ମୋଡାସ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ‘ସିଟି କି ଅଫ ଅନର’ ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଆୟୋଜିତ ଉତ୍ସବରେ ତାଙ୍କୁ ସ୍ବାଗତ କରିବା ସମୟରେ କାର୍ଲୋସ ମୋଏଡାସ କହିଥିଲେ, ‘ନମସ୍ତେ! ରାଷ୍ଟ୍ରପତି ମହାଶୟ।…
ସୋନିଆଙ୍କ ବିବାଦୀୟ ମନ୍ତବ୍ୟ ପରେ ରାଷ୍ଟ୍ରପତି ଭବନରୁ ଆସିଲା କଡ଼ା ଉତ୍ତର, କୌଣସି କ୍ଷେତ୍ରରେ ବି ରାଷ୍ଟ୍ରପତି…
ନୂଆଦିଲ୍ଲୀ,୩୧ା୧: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାତ୍ସଲ୍ୟ କରି କହିବା ପରେ ରାଷ୍ଟ୍ରପତି ଭବନରୁ ଏହାର ଉତ୍ତର ଆସିଛି। ସୋନିଆଙ୍କ ବୟାନକୁ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ମଧ୍ୟ କଡ଼ା ଜବାବ ଦିଆଯାଇଛି। ସୋନିଆଙ୍କ ବୟାନ ଗ୍ରହଣୀୟ…
ରାଖୀରେ ମହିଳାଙ୍କ ସୁରକ୍ଷା ପାଇଁ ସମସ୍ତେ ସଂକଳ୍ପ ନିଅନ୍ତୁ: ରାଷ୍ଟ୍ରପତି
ନୂଆଦିଲ୍ଲୀ୧୯ା୮: ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,‘ଭଉଣୀ-ଭାଇଙ୍କ ମଧ୍ୟରେ ପ୍ରେମ ଓ ବିଶ୍ବାସର ପର୍ବ ହେଉଛି ରକ୍ଷାବନ୍ଧନ। ଏହି ପର୍ବ ସମସ୍ତ ଭଉଣୀ ଏବଂ ଝିଅଙ୍କ ପ୍ରତି ସମ୍ମାନର…
ନ୍ୟୁଜିଲାଣ୍ଡରେ ରାଷ୍ଟ୍ରପତିଙ୍କୁ ନିଆରା ଢଙ୍ଗରେ ସ୍ବାଗତ, ଦେଖନ୍ତୁ ଭିଡିଓ…
ଓ୍ବିଲିଂଟନ/ନୂଆଦିଲ୍ଲୀ,୮ା୮: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଗସ୍ତରେ ଅଛନ୍ତି। ସେ ବୁଧବାର ନ୍ୟୁଜିଲାଣ୍ଡରେ ପହଞ୍ଚି ସେଠାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଟଡ୍ ମ୍ୟାକଲେ ଏବଂ ଭାରତୀୟ ହାଇ କମିଶନର ନୀତା ଭୂଷଣ ତାଙ୍କୁ ସ୍ବାଗତ କରିଥିଲେ। ଗୁରୁବାର ରାଷ୍ଟ୍ରପତି…
ପୂର୍ବତନ ରାଷ୍ଟ୍ରପତିଙ୍କୁ ଗୁଳିମାଡ଼, ଜଣେ ବ୍ୟକ୍ତିଙ୍କ ମୃତ୍ୟୁ
ୱାଶିଂଟନ୍, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଛି । ପେନ୍ସ୍ଲେଭାନିଆରେ ଆୟୋଜିତ ଏକ ରାଲିରେ ତାଙ୍କ ଉପରକୁ ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି । ଗୁଳି ଶବ୍ଦ ଶୁଣି ତାଙ୍କର ଅଙ୍ଗରାଖୀମାନେ ତାଙ୍କୁ ମଞ୍ଚ ଉପରୁ ଓହ୍ଲାଇ ଦେଇଥିଲେ…
ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଏମିତି କହିଲେ ଅଖିଳେଶ ଯାଦବ, ମୁଁ ସବୁ…
ନୂଆଦିଲ୍ଲୀ,୨୭ା୬: ୧୮ତମ ଲୋକ ସଭାର ଚତୁର୍ଥ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପାର୍ଲାମେଣ୍ଟର ଉଭୟ ଗୃହ ରାଜ୍ୟ ସଭା ଏବଂ ଲୋକ ସଭାକୁ ସମ୍ବୋଧିତ କରିଛନ୍ତି। ଏହାପୂର୍ବରୁ ସମାଜବାଦୀ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କନୌଜର ଏମ୍ପି ଅଖିଳେଶ ଯାଦବ ରାଷ୍ଟ୍ରପତିଙ୍କ…
ଦେଶବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୪ା୬: ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ରାଷ୍ଟ୍ରପତି ଲେଖିଛନ୍ତି, ‘ରଜ’ ଉପଲକ୍ଷେ ରାଜ୍ୟ ତଥା ଦେଶବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା’। ‘ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା ପାନ, ଦୋଳି…
Archives


