ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ଆଉ କିଛି ସମୟ ପରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ! ନୂଆଦିଲ୍ଲୀ,୪ା୨: ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ । ଗତବର୍ଷ ଫେବୃଆରୀ ୧୩ରୁ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ରାଷ୍ଟ୍ରପତି ଶାସନ ପ୍ରତ୍ୟାହୃତ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।…