ଆଉ ଜଣେ ପ୍ରିଜାଇଡିଂ ଅଫିସର ସସ୍ପେଣ୍ଡ ନୂଆପଡ଼ା,୧୧ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନରେ ଆଉ ଜଣେ ପ୍ରିଜାଇଡିଂ ଅଫିସର ମଙ୍ଗଳବାର ସସ୍ପେଣ୍ଡ ହୋଇଛନ୍ତି। ନୂଆପଡ଼ା ଜିଲା ସିନାପାଲ୍ଲୀ ୪୬ ନଂ ବୁଥ୍ର ପ୍ରିଜାଇଡିଂ ଅଫିସର ସନ୍ଦୀପ ସ୍ବାଇଁଙ୍କୁ ସସ୍ପେଣ୍ଡ କରାଯାଇଛି। ତେବେ ସନ୍ଦୀପ ଭୋଟରଙ୍କ ଗୋପନୀୟତା ଉଲ୍ଲଙ୍ଘନ କରିଥିବାରୁ...