LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମର ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ପ୍ରାୟ ୫୦ଟଙ୍କା ବୃଦ୍ଧି କରିଛନ୍ତି।…