prices of goods

ଦ୍ରବ୍ୟର ସଂଶୋଧିତ ମୂଲ୍ୟ ତୁରନ୍ତ ଉଲ୍ଲେଖ କର: ମନ୍ତ୍ରୀ

ଭୁବନେଶ୍ୱର,୧୫ା୯ (ରବିନାରାୟଣ ଜେନା): ଦ୍ରବ୍ୟ ଓ ସେବାକର(ଜିଏସ୍‌ଟି) ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ଜିଏସ୍‌ଟି ପରିଷଦ ବୈଠକରେ ଯେଉଁ ସଂଶୋଧନ ହୋଇଛି…

3 months ago