ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ ଭୁବନେଶ୍ୱର,୨୪ା୭: ବୁଧବାର ବିଧାନସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ମାଧ୍ୟମିକ ସ୍ତରରେ ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ ବୋଲି ସାଂଘାତିକ ତଥ୍ୟ ପ୍ରକାଶ ପାଇଛି। ଓଡ଼ିଶାରେ ଏବେ ମାଧ୍ୟମିକ ସ୍ତରରେ ପାଠ...