VIDEO: ଆତଙ୍କବାଦୀଙ୍କୁ କାବୁ କରିଥିବା ଅହମ୍ମଦଙ୍କୁ ‘ଅଷ୍ଟ୍ରେଲିଆର ପ୍ରକୃତ ହିରୋ’ ବୋଲି କହିଲେ ପ୍ରଧାନମନ୍ତ୍ରୀ ଆଲବାନିଜ୍ ସିଡନୀ,୧୬।୧୨: ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଗୁଳିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୪୦ରୁ ଅଧିକ ଆହତ ହୋଇଛନ୍ତି। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜ ଏବେ ଏହି ଗୁଳିକାଣ୍ଡ ଉପରେ ଏକ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି…