ନାନା ପାଟେକରଙ୍କ ବିୟୋଗକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ବତନ୍ତ୍ର ବାର୍ତ୍ତା: କହିଲେ,‘ତାଙ୍କର ସ୍ପଷ୍ଟବାଦୀ ଓ ସୁସ୍ପଷ୍ଟ ମତ…’
ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ନାନା ପାଟେକରଙ୍କ ଭଳି ଗଭୀର ଭାବନା, ଅନନ୍ୟତା ଏବଂ ପ୍ରଭାବଶାଳୀ ଉପସ୍ଥିତି ବହୁତ କମ ଅଭିନେତାଙ୍କ ପାଖରେ ଦେଖିବାକୁ…
Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’
ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ, ଉତ୍ସାହ ଏବଂ ଉଲ୍ଲେଖନୀୟ କ୍ରୀଡ଼ା-ଭାବନା ସହ ଦେଶର ପ୍ରତିନିଧିତ୍ୱ କରିଥିବାରୁ ସେ ଖେଳାଳିମାନଙ୍କର…
ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…
ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସମୟରେ…
ସ୍ମିତ୍ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍ ନିଜର ଅନୁଭୂତି ଏବଂ ଉକ୍ତ ଘଟଣା ସମୟରେ ସେ କିପରି ସାହସ ଜୁଟାଇ ପାରିଥିଲେ, ସେ…
ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…
ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ ଅଫିସର ତଥା ବିଡିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା। ଭାରତ ସରକାର…
ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ ‘ସେବା ସଂକଳ୍ପ ଅଭିଯାନ୨୦୨୬’ରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ…
‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି ସେ ଲେଖିଛନ୍ତି, ‘ସବୁଆଡୁ ମିଳିଥିବା ଶୁଭେଚ୍ଛା, ସ୍ନେହ ଏବଂ ଆଶୀର୍ବାଦ ପାଇଁ ମୁଁ…
ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା
ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସମେତ ବିଭିନ୍ନ ଦେଶର ନେତାମାନେ ପୂର୍ବରୁ ତାଙ୍କୁ ଶୁଭେଚ୍ଛା ଜଣାଇ…
ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…
ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ ବିଶ୍ୱ ମଞ୍ଚରେ ‘ଗ୍ଲୋବାଲ ସାଉଥ’ (Global South) ବା ବିକାଶଶୀଳ ଦେଶଗୁଡ଼ିକର ଭୂମିକାକୁ…
‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..
ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ ମଧ୍ୟରେ ପ୍ରତିରକ୍ଷା, ବାଣିଜ୍ୟ ଏବଂ କୂଟନୈତିକ ସମ୍ପର୍କ ଏବଂ ଦୁଇ ରାଷ୍ଟ୍ର ମଧ୍ୟରେ…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…
ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ ମିର୍ଜିୟୋୟେଭ ରବିବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ। ଏହା ସହିତ,…
ଉଜ୍ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି
ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍ବେକିସ୍ତାନ ଏବଂ କିର୍ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ସେ ଉଜ୍ବେକିସ୍ତାନ ରାଷ୍ଟ୍ରପତି ଶାଭକାତ ମିର୍ଜିୟୋୟେଭଙ୍କ ସହ ଏକ…

