ମଧ୍ୟରାତ୍ରିରେ ଥରିଲା ଜାପାନ,ଜରୁରୀକାଳୀନ ବ୍ୟବସ୍ଥାଗୁଡ଼ିକୁ କାର୍ଯ୍ୟକାରୀ କଲେ ପ୍ରଧାନମନ୍ତ୍ରୀ
ଟୋକିଓ,୮।୧୧: ଶନିବାର ମଧ୍ୟରାତ୍ରି ପରେ ଜାପାନରେ ଭୂକମ୍ପ ଅନୁଭୁତ ହୋଇଛି। ତେବେ ରବିବାର ସକାଳେ ଘଟିଥିବା 5.7 ମ୍ୟାଗ୍ନିଚ୍ୟୁଡର ଭୂକମ୍ପ ଲୋକଙ୍କ ମଧ୍ୟରେ ଆଲୋଡ଼ନ ସୃଷ୍ଟି କରିଥିଲା। କେନ୍ଦ୍ରୀୟ ଜାପାନର ଅନେକ ଅଞ୍ଚଳରେ ପ୍ରବଳ କମ୍ପନ ଅନୁଭୂତ ହୋଇଥିଲା। ତେବେ ଭୂକମ୍ପ…
ବିରୋଧୀଙ୍କୁ କଡ଼ା ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ: କହିଲେ ‘ଦେଶ ସଙ୍କଟର ସମ୍ମୁଖୀନ ହେଲେ ସେମାନେ ଖୁସି ହୁଅନ୍ତି’
ନୂଆଦିଲ୍ଲୀ,୩୦।୧୦: ବାନାସକାଣ୍ଠାରେ, ପ୍ରଧାନମନ୍ତ୍ରୀ ମୋଦି ୧୪,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ସେଗୁଡ଼ିକର ଉଦଘାଟନ କରିଛନ୍ତି। ଏହା ସହିତ, ସେ ‘ପିଏମ-କିସାନ’ (PM-Kisan) ଯୋଜନାର ୨୪ତମ କିସ୍ତି ମଧ୍ୟ ଜାରି କରିଛନ୍ତି,…
ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ
ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ ସମ୍ପର୍କରେ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିବା ପରେ ପୋଲିସ ତୁରନ୍ତ ଅଭିଯୁକ୍ତଙ୍କୁ…
ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା
ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ ନୁହେଁ, ବରଂ ସାମାଜିକ ଓ ରାଜନୈତିକ ପ୍ରସଙ୍ଗରେ ନିଜର ସ୍ପଷ୍ଟ ମତାମତ ରଖିବା…
ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ
ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା ଥରାହି କଥବର୍ଟ ସୋମବାର ଏହି ଦାବି କରିଛନ୍ତି। ଶାସକ ଦଳ ଏବଂ ଏହାର…
ଭାରତ ଆସିବେ ପାକିସ୍ତାନ କ୍ରିକେଟ ବୋର୍ଡର ମୁଖ୍ୟ! ପ୍ରଧାନମନ୍ତ୍ରୀଙ୍କୁ ମାଗିଲେ..
ନୂଆଦିଲ୍ଲୀ,୧୬।୫: ୨୦୨୬ ଆଇପିଏଲ ଫାଇନାଲ ଦିନ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ ମୋହସିନ ନକଭି ଅହମଦାବାଦରେ ଉପସ୍ଥିତ ରହିପାରନ୍ତି। ପ୍ରକୃତରେ, ଅହମଦାବାଦରେ ଏକ ଆଇସିସି (ଆନ୍ତର୍ଜାତୀୟ କ୍ରିକେଟ ପରିଷଦ) ବୈଠକ ହେବାର କାର୍ଯ୍ୟକ୍ରମ ଅଛି, ଏବଂ ନକଭି ଏଥିରେ ଯୋଗଦେବା…
ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…
ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି ବିରୋଧୀ କଂଗ୍ରେସ, ଡିଏମ୍କେ, ଟିଏମ୍ସି ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ କରିଛନ୍ତି। ବିରୋଧୀ…
ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା
ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ। ତାଙ୍କ ପତ୍ନୀ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଶଂସା କରି ସେ କହିଥିଲେ ଯେ ପ୍ରିୟଙ୍କାଙ୍କର ଏକ…
ଦେଶବାସୀଙ୍କୁ ଦୀପାବଳିର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି, ‘ମୋର ସମସ୍ତ ଦେଶବାସୀଙ୍କୁ ଦୀପାବଳିର ହାର୍ଦ୍ଦିକ ଶୁଭେଚ୍ଛା। ଆଲୋକର ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନକୁ ସୁଖ, ସମୃଦ୍ଧି…
୪୦ ମିନିଟ ପର୍ଯ୍ୟନ୍ତ ମୋଦି-ରାଜନାଥ ମାରାଥନ ଚର୍ଚ୍ଚା: ହୋଇପାରେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୮।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବାସଭବନରେ ହୋଇଥିବା ୪୦ ମିନିଟ ବୈଠକରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ…
ଏହି ଦେଶକୁ କୁହାଯାଏ ମିନି ଇଣ୍ଡିଆ: ଜାଣନ୍ତୁ ଏ ବିଷୟରେ ରୋଚକ ତଥ୍ୟ
ପୋର୍ଟ ଲୁଇସ୍,୧୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମରିସସରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ମରିସସ ପ୍ରଧାନମନ୍ତ୍ରୀ ନବୀନଚନ୍ଦ୍ର ରାମଗୁଲାମ ନିଜେ ପ୍ରଧାନମନ୍ତ୍ରୀଙ୍କୁ ବିମାନବନ୍ଦରରେ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ସେଠାରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରିବା ପାଇଁ ବିମାନବନ୍ଦରରେ…
ଓଡ଼ିଶାକୁ ଆଗ୍ରାଧିକାର: ଜାନୁଆରୀ ମାସରେ ୨ ଥର ଆସିବେ ପ୍ରଧାନମନ୍ତ୍ରୀ
କଟକ,୧୬।୧୨: ଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଆସନ୍ତା ମାସରେ ଭୁବନେଶ୍ୱରରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସକୁ ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଏଥିସହିତ ଉତ୍କର୍ଷ ଓଡ଼ିଶା…

