ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର ଅପବ୍ୟବହାର କରିଥିବା ସନ୍ଦେହରେ ବ୍ରିଟିଶ ପୋଲିସ ତାଙ୍କୁ ହେପାଜତକୁ ନେଇଛି। ଉଲ୍ଲେଖଯୋଗ୍ୟ ଯେ,…