ଜେଲ୍ ଗଲେ ଲାଞ୍ଚୁଆ ପ୍ରିନ୍ସପାଲ୍ ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଶୁକ୍ରବାର ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିଲେ କଳାହାଣ୍ଡି ଜିଲା...