ପଦ୍ମପୁର ସବଜେଲରୁ ୨ ବିଚାରାଧୀନ କଏଦୀ ଫେରାର୍ ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ସବଜେଲରୁ ବୁଧବାର ସ୍ପଷ୍ଟ ଦିବାଲୋକରେ ୨ବିଚାରାଧୀନ କଏଦୀ ଫେରାର ହୋଇଯାଇଛନ୍ତି। ସେମାନେ ହେଲେ, ଟିକେଶ୍ବର ମାହାର ଏବଂ ତ୍ରିନାଥ ଶବର । ଟିକେଶ୍ବର ଏକ ଡକାୟତି ମାମଲା ଏବଂ ତ୍ରିନାଥ ହତ୍ୟା ଉଦ୍ୟମ...