ପ୍ରେମିକାଙ୍କୁ ଧୋକା ଦେଇ ଅନ୍ୟ ଜଣେ ଯୁବତୀଙ୍କ ସହ ନଜର ଆସିଲେ ପୃଥ୍ବୀ ଶ’, କ୍ୟାମେରା ଦେଖି ଲୁଚାଇଲେ ମୁହଁ;Video ନୂଆଦିଲ୍ଲୀ,୨୪।୪: ପ୍ରଥମ ପ୍ରେମିକାଙ୍କୁ ଧୋକା। ପୁଣି ଥରେ ପ୍ରେମରେ ପଡ଼ିଛନ୍ତି କ୍ରିକେଟର ପୃଥ୍ବୀ ଶ’। କିଛି ଏଭଳି ଚର୍ଚ୍ଚା ଏବେ ସୋସିଆଲ ମିଡିଆରେ ବଢ଼ିବାରେ ଲାଗିଛି। ଏହା ପଛରେ ପୃଥ୍ବୀଙ୍କ ଏକ ଭିଡିଓ ରହିଛି। ଉକ୍ତ ଭିଡିଓରେ ତାଙ୍କୁ ଅନ୍ୟ...