ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ… ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ ଏଥର ଶ୍ରୀମନ୍ଦିର ଗର୍ଭଗୃହ ସହ ଚତୁର୍ଦ୍ଧା ବିଗ୍ରହଙ୍କ ଫୋଟ ଭାଇରାଲ ହୋଇଛି। ଯାହାକୁ...