ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ବଡି କ୍ୟାମେରା ପିନ୍ଧିବେ ଚଢ଼ାଉ ଟିମ୍, ପ୍ରମାଣ ଅଭାବରୁ ଖସି ପାରିବେନି ଅଭିଯୁକ୍ତ
ଭୁବନେଶ୍ୱର,୭ା୨: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ। ପ୍ରକ୍ରିୟା ଶେଷ ହେବା ପରେ ଅବକାରୀ ଆଇନ ଅନୁପାଳନ କରାଯିବ। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅବକାରୀ ବିଭାଗ ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଜୋରଦାର…
ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍ଲାଇନ୍, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…
ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଗାଇଡ୍ଲାଇନ୍ ଆଣିବ। ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ,…
ରମେଶ୍ୱର-ପାରାଦୀପ ଉପକୂଳ ରାଜପଥକୁ ଖୁବ୍ ଶୀଘ୍ର ମିଳିବ ସବୁଜ ସଙ୍କେତ
ଭୁବନେଶ୍ୱର,୧୯।୧୧: ଓଡ଼ିଶାର ବହୁ ପ୍ରତୀକ୍ଷିତ ରମେଶ୍ୱରରୁ ପାରାଦୀପ ପର୍ଯ୍ୟନ୍ତ ଉପକୂଳ ରାଜପଥ ପ୍ରକଳ୍ପ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ବୋଲି ବୁଧବାର ଶ୍ରମ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସମସ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ…
ଭକ୍ତ ଦାସଙ୍କୁ କଡ଼ା କାଉଣ୍ଟର କଲେ ପୃଥ୍ବୀରାଜ ହରିଚନ୍ଦନ, କହିଲେ ନିଜ ପରାଜୟ ପାଇଁ…
ଭୁବନେଶ୍ୱର,୧୬ା୧୧: ନୂଆପଡ଼ା ପରାଜୟ ପରେ ଗୃହଶତ୍ରୁ ବିଭୀଷଣ କଥା ଉଠାଇଥିବାରୁ ରାଜ୍ୟ କଂଗ୍ରେସ ସଭାପତି ଭକ୍ତ ଦାସଙ୍କୁ କଡ଼ା କାଉଣ୍ଟର କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କଟାକ୍ଷ କରି ସେ କହିଛନ୍ତି, ହାରିବାର ଅନେକ କାରଣ ବାହାରେ, ଜିତିବାର କାରଣ କେବଳ…
ଆଇନମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ…
କେନ୍ଦ୍ରାପଡ଼ା,୧୬ା୧୧: କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବଳଦେବଜୀଉଙ୍କ ପରିକ୍ରମା ପ୍ରକଳ୍ପ ପାଇଁ ୧୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସମୀକ୍ଷା ପରେ ଆଇନମନ୍ତ୍ରୀଙ୍କ ଏହି ସୂଚନା ଦେଇଛନ୍ତି।…
ଅଶାନ୍ତ ହୋଇପଡ଼ିଛି ଭାଇଚାରାର ସହର, ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ଆଇନମନ୍ତ୍ରୀଙ୍କ ନିବେଦନ
ଭୁବନେଶ୍ୱର,୬ା୧୦: ଦଶହରା ଭସାଣି ସମୟରେ ଘଟିଥିବା ଗଣ୍ଡଗୋଳରୁ କଟକ ସହର ଅଶାନ୍ତ ହୋଇପଡ଼ିଛି। ଏହାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସୃଷ୍ଟି ହୋଇଥିବା ଉତ୍ତେଜନା ଥମିବାର ନାଁ ନେଉନାହିଁ। ଗଣ୍ଡଗୋଳରେ ସାମିଲ ଥିବା ଉଭୟ ଗୋଷ୍ଠୀ ମଧ୍ୟରେ ଚାପା ଉତ୍ତେଜନା ଲାଗି…
ସରକାରଙ୍କ ବଡ଼ ନିଷ୍ପତ୍ତି: ତ୍ରିଶୂଳିଆରେ ନିର୍ମାଣ ହେବ…
ଭୁବନେଶ୍ୱର,୨୦ା୯: ଟୁଇନ୍ ସିଟିରେ ଭିଡ଼ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ତ୍ରିଶୂଳିଆରେ ଦ୍ବିତୀୟ ବ୍ରିଜ ନିର୍ମାଣ ହେବ ବୋଲି ବିଧାନସଭାରେ ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ମନ୍ତ୍ରୀ କହିଛନ୍ତି, ଏନେଇ ୨୯୭ କୋଟି ଟଙ୍କା ବ୍ୟୟବରାଦ…
ଫେରିବ ମହାପ୍ରଭୁଙ୍କ ୫୮ ହଜାର ଏକର ଜମି: ମନ୍ତ୍ରୀ
ଭୁବନେଶ୍ୱର,୪ା୯: ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ସରକାର ଇତିମଧ୍ୟରେ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ରାଜ୍ୟ ଓ ରାଜ୍ୟ ବାହାରେ ଥିବା ମହାପ୍ରଭୁଙ୍କ ସମ୍ପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି,…
୨୩ ରିପୋର୍ଟ ଚାପିଛନ୍ତି ବିଜେଡି ସରକାର, ଆଇନମନ୍ତ୍ରୀ କହିଲେ ଆମେ ସେମିତି…
ଭୁବନେଶ୍ୱର,୩ା୯: ବିଜେଡିକୁ ବୁଧବାର କଡ଼ା ଟାର୍ଗେଟ୍ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ପୁରୀ ଦଳାଚକଟା ତଦନ୍ତ ରିପୋର୍ଟ ନେଇ ଆଇନମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ରିପୋର୍ଟ ସିଏମଓକୁ ଦିଆସରିଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ…
ରତ୍ନଭଣ୍ଡାର ଗଣତିମଣତି କରିବେ RBI ଏକ୍ସପର୍ଟ, କମିଟି ଗଠନ କରାଯାଇ…
ଭୁବନେଶ୍ୱର/ପୁରୀ,୧ା୮: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଗଣତିମଣତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,୨ ଜଣ ଏକ୍ସପର୍ଟ ଦେବା ପାଇଁ RBIକୁ ସରକାର ଚିଠି ଲେଖିଛନ୍ତି। ଏହା ପରେ RBI ମଧ୍ୟ ୨ ଜଣ ଏକ୍ସପର୍ଟଙ୍କ…
ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ପୁଣି ଥରେ ଆରମ୍ଭ ହେବ ରତ୍ନଭଣ୍ଡାରର…
ଭୁବନେଶ୍ୱର,୨୮ା୬: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୁଣିଥରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ। ୮ ଦିନ ମଧ୍ୟରେ କାମ ଶେଷ କରିବାକୁ ଯୋଜନା ପ୍ରସ୍ତୁତ କରାଯାଇଥିବାର ମଧ୍ୟ ମନ୍ତ୍ରୀ କହିଛନ୍ତି। ପ୍ରାୟ…
ପୂର୍ତ୍ତମନ୍ତ୍ରୀଙ୍କ ବଡ଼ ସୂଚନା: ବଦଳିବ ଲୋକସେବା ଭବନ, ବିଧାନସଭାର ରୂପରେଖ
ଭୁବନେଶ୍ୱର,୮ା୬: ବଦଳିବ ଲୋକସେବା ଭବନ ଏବଂ ବିଧାସଭାର ଢାଞ୍ଚା। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ନୂଆ ଢାଞ୍ଚାରେ ଲୋକସେବା ଭବନ ଏବଂ ବିଧାନସଭା ତିଆରି ହେବ। ପୁରୁଣା ବିଲ୍ଡିଂର ରୂପରେଖ ବଦଳା ଯିବା ପାଇଁ…
Archives


