ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା… ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ ସଭା ମଝିରେ ଉପସ୍ଥିତ ଗ୍ରାମବାସୀଙ୍କୁ ଅଶାଳୀନ ଭାଷାରେ ଗାଳିଗୁଲଜ କରିବା ସହିତ ଉଲଗ୍ନ…