Tag Archives: priyanka gandhi

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ ଶିବମ ଗଣେଶ ସମେତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କ ମଧ୍ୟରୁ ତିନି…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେବା ଦିଗରେ ଦଳ ଆଗକୁ ବଢ଼ୁଛି । ଏହି ପ୍ରକ୍ରିୟାରେ ଲୋକସଭା…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି । ଏହି ଫଟୋ ସହ ଭାରତୀୟଙ୍କ ଖାଦ୍ୟ ଅଭ୍ୟାସକୁ ନେଇ ସେ ନିଜ…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ ବୈଠକ କରିଛନ୍ତି। ଏହି ବୈଠକର ଫଟୋ ସାମ୍ନାକୁ ଆସିଛି, ଯେଉଁଥିରେ ସେମାନଙ୍କୁ ଆଲୋଚନା…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ ତୀବ୍ର ହୋଇଛି। ଉତ୍ତରାଖଣ୍ଡ କଂଗ୍ରେସ ୟୁନିଟ ଏବଂ ବରିଷ୍ଠ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍ ଦେଖିବାକୁ ମିଳିଥାଏ। ଏନ୍‌ସିପି (NCP) ଏମପି ସୁପ୍ରିୟା ସୁଲେଙ୍କ ଝିଅଙ୍କ ରିସେପସନ୍ ସମୟର…

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି ଯେ Gen Zଙ୍କୁ ଆରଏସଏସ ମୁଖ୍ୟ ମୋହନ ଭାଗବତଙ୍କ ଠାରୁ କୌଣସି ପ୍ରମାଣପତ୍ରର…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଆସିଲା ପ୍ରିୟଙ୍କା ଗାନ୍ଧୀଙ୍କ ବୟାନ, କହିଲେ ଭାରତରେ…

ନୂଆଦିଲ୍ଲୀ,୨୫ା୭: ଏନ୍‌ଇଇଟି ପେପର ଲିକ୍‌ ବିବାଦକୁ ନେଇ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ ତୀବ୍ର ହେଉଥିବା ବେଳେ ଚାପରେ ଇସ୍ତଫା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତେବେ ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ କଂଗ୍ରେସ ଏମ୍‌ପି ପ୍ରିୟଙ୍କା ଗାନ୍ଧୀଙ୍କ ବୟାନ ସାମ୍ନାକୁ ଆସିଛି।…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ ବୈଠକରେ କହିଛନ୍ତି ଯେ, ରାହୁଲ ଗାନ୍ଧୀ ଯାହା କହିବେ ତାହା କରିବେ। ସେ…

ଗୋଟିଏ ଦିନ ପୂର୍ବରୁ ଜଣା ନ ଥିଲା କ’ଣ ହେବ, ହେଲେ ହୋଇଛି ଗଣତନ୍ତ୍ରର ବଡ଼ ବିଜୟ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୪: କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀ ଶନିବାର ସକାଳେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ସେ କହିଥିଲେ ଯେ ଶୁକ୍ରବାର ଯାହା ଘଟିଲା ତାହା ଗଣତନ୍ତ୍ର ପାଇଁ ଏକ ବଡ଼ ବିଜୟ। ଗଣତନ୍ତ୍ରକୁ ଦୁର୍ବଳ କରିବାର ଷଡ଼ଯନ୍ତ୍ରକୁ…

ମୋଦିଙ୍କୁ ସିଧା ଟାର୍ଗେଟ କଲେ ପ୍ରିୟଙ୍କା, କହିଲେ ଡର ଲାଗୁଛି…

ନୂଆଦିଲ୍ଲୀ,୪।୨: ସଂସଦର ବଜେଟ ଅଧିବେଶନରେ ଲଗାତାର ଦ୍ୱିତୀୟ ଦିନ ପାଇଁ ଲୋକ ସଭା କାର୍ଯ୍ୟ ସ୍ଥଗିତ ରହିଥିଲା। ମଙ୍ଗଳବାର ରାହୁଲ ଗାନ୍ଧୀଙ୍କ ଭାଷଣ ବାଧାପ୍ରାପ୍ତ ହୋଇଥିଲା। ଏହି ସମୟରେ, ବାଚସ୍ପତିଙ୍କ ଉପରକୁ କାଗଜ ଫିଙ୍ଗିଥିବା ଆଠ ଜଣ ବିରୋଧୀ ଏମପିଙ୍କୁ ନିଲମ୍ୱିତ…

ବଜେଟ୍‌କୁ ନେଇ ଏହି ବଡ଼ କଥା କହିଦେଲେ ପ୍ରିୟଙ୍କା ଗାନ୍ଧୀ, ମୋର କୌଣସି…

ନୂଆଦିଲ୍ଲୀ,୧ା୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଆଜି ଅର୍ଥାତ୍‌ ଫେବୃଆରୀ ୧ରେ ପାର୍ଲାମେଣ୍ଟରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏହା ତାଙ୍କର ଲଗାତର ୯ମ ବଜେଟ୍‌। ତେବେ ଏହି ବଜେଟ୍‌କୁ ନେଇ ରାଜନୈତିକ ମହଲରୁ ମଧ୍ୟ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?