କେମିତି କୋଟିପତି ହେଲେ ପୁରୀ ଝିଅ ପ୍ରିୟଙ୍କା ସେନାପତି, ଫିଟିଲା ବଡ଼ ଗୁମର… ଭୁବନେଶ୍ୱର,୨୦।୫: ପୁରୀର ଝିଅ ପ୍ରିୟଙ୍କା ସେନାପତି ଏବେ ଚର୍ଚ୍ଚାରେ। ସେ ପାକିସ୍ତାନୀ ସ୍ପାଏ ଜ୍ୟୋତି ମାଲହୋତ୍ରାଙ୍କ ଲିଙ୍କରେ ଥିବାରୁ ତାଙ୍କୁ ନେଇ ତଦନ୍ତ ଜାରି ରହିଛି। ଜାତୀୟ ତଦନ୍ତକାରୀ ସଂସ୍ଥା ପ୍ରିୟଙ୍କାଙ୍କ ଉପରେ କଡ଼ା ନଜର ରଖିଛି । ତେବେ ପ୍ରିୟଙ୍କା…