ପ୍ରୋବା-୩ କକ୍ଷପଥରେ ଅବସ୍ଥାପିତ
ଶ୍ରୀହରିକୋଟା,୫ା୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏହାର ପିଏସ୍ଏଲ୍ଭି-ସି୫୯ ରକେଟ ସହାୟତାରେ ଗୁରୁବାର ୟୁରୋପିଆନ୍ ସ୍ପେସ୍ ଏଜେନ୍ସି (ଇଏସ୍ଏ)ର ପ୍ରୋବା-୩ ମିଶନକୁ ସଫଳତାର ସହ କକ୍ଷପଥରେ ଅବସ୍ଥାପିତ କରାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ୍ ମହାକାଶ କେନ୍ଦ୍ରର ପ୍ରଥମ ଲଞ୍ଚ୍ପ୍ୟାଡ୍ରୁ…


