ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ… ଭୁବନେଶ୍ବର,୨୨।୧: ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦ ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ ପାଇଁ ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି । ରିଟର୍ଣ୍ଣିଂ ଅଫିସର…