ଫୁଲବାଣୀ ପ୍ରକଳ୍ପ ପ୍ରଶାସକଙ୍କୁ ଅତିରିକ୍ତ ଦାୟିତ୍ୱ ଦାରିଙ୍ଗବାଡ଼ି,୧୯ା୧୦(ଅରୁଣ ସାହୁ): ଆଉ ମାତ୍ର ୩ ମାସ ପରେ ପାଳିତ ହେବ ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ। ବିଗତ ଦିନଠାରୁ ଚଳିତ ବର୍ଷ ଆହୁରି ଏହି ମହୋତ୍ସବ ଆଦୃତ ହେବ ବୋଲି ସମସ୍ତଙ୍କ ଆଶା ରହିଛି। ସେହିପରି ଇକୋ ରିଟ୍ରିଟ୍ ମଧ୍ୟ ୩…