ଏହି ବିପଜ୍ଜନକ ମିଶାଇଲ୍ ନିର୍ମାଣ କରି ସାରା ବିଶ୍ୱକୁ ଚମକାଇଦେଲା ଭାରତ: ପାକିସ୍ତାନର ହଜିଲା ନିଦ ନୂଆଦିଲ୍ଲୀ,୧୬।୭: ପ୍ରତିରକ୍ଷା ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଭାରତ ଏକ ବଡ଼ ସଫଳତା ହାସଲ କରି ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ‘ଏକ୍ସଟେଣ୍ଡେଡ୍ ଟ୍ରାଜେକ୍ଟୋରୀ ଲଙ୍ଗ ଡ୍ୟୁରେସନ ହାଇପରସୋନିକ କ୍ରୁଜ ମିସାଇଲ (ET-LDHCM)’ର ସଫଳ ପରୀକ୍ଷଣ କରିଛି।…