ଦାରିଙ୍ଗବାଡ଼ି ଗସ୍ତରେ କନ୍ଧମାଳ ଏମ୍ପି, ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ କରି କହିଲେ ଚାଷୀଙ୍କ ଉନ୍ନତି… ଦାରିଙ୍ଗବାଡ଼ି,୨୬ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀ ବୁଧବାର ଗସ୍ତ କରିଛନ୍ତି। ସେ ଏହି ଗସ୍ତ ସମୟରେ ସରକାରଙ୍କ ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍ଘାଟନ କରିଛନ୍ତି। କୃଷିର ଉନ୍ନତି ପାଇଁ କୃଷି...