ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍ ହେବ ତାଙ୍କ ଠିକଣା
ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର ଚାନ୍ଦିପୋସି ଗ୍ରାମର ବିଜୟ ଧୀବରକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ…

