ସମ୍ପତ୍ତି ବିବାଦରୁ ଶିଳ୍ପପତିଙ୍କୁ ୭୩ ଥର ଛୁରିଭୁସି ହତ୍ୟା କଲେ ନାତି ହାଇଦ୍ରାବାଦ,୯।୨: ଏକ ପାରିବାରିକ ସମ୍ପତ୍ତି ବିବାଦକୁ ନେଇ ଆନ୍ଧ୍ରପ୍ରଦେଶର୮୬ ବର୍ଷୀୟ ଶିଳ୍ପପତି ଭେଲମତି ଚନ୍ଦ୍ରଶେଖର ଜନାର୍ଦ୍ଦନ ରାଓଙ୍କୁ ତାଙ୍କ ନାତି କୀର୍ତ୍ତି ତେଜା ୭୩ ଥର ଛୁରି ଭୁସି ଅତ୍ୟାନ୍ତ ବୀଭତ୍ସ ଭାବେ ହତ୍ୟା କରିଛନ୍ତି। ହାଇଦ୍ରାବାଦ ପୋଲିସ ଅଭିଯୁକ୍ତଙ୍କୁ...