ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ… ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ ଖୋଲାଖୋଲି ଭାବରେ ପ୍ରକାଶ କରିବା, ପ୍ରେମ ପ୍ରକାଶ କରିବା ଏବଂ ସମ୍ପର୍କକୁ ଏକ…