ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍ ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍ ଡେ’ର ପ୍ରଥମ ପାହାଚ ରୋଜ୍ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍ଗୁଡିକରେ ରୋଜ୍ ଡେ’ ପାଇଁ ବିଶେଷ ଉତ୍ସାହ ଦେଖିବାକୁ ମିଳିଥିଲା। ସାଙ୍ଗସାଥୀମାନେ ମଧ୍ୟ ପରସ୍ପରକୁ…