‘ଗଣତନ୍ତ୍ରର ସୁରକ୍ଷା ପାଇଁ ଏକଜୁଟ ହେବାକୁ ଆହ୍ୱାନ’
ପାଟଣା,୪।୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ତୁରୁମୁଙ୍ଗାସ୍ଥିତ କଲ୍ୟାଣ ମଣ୍ଡପରେ ବୁଧବାର ଭାଜପା ପକ୍ଷରୁ ‘ଗଣତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ’ ଅଭିଯାନ ଅବସରରେ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରାଧାକାନ୍ତ ମହାନ୍ତଙ୍କ…

