Tag Archives: protest

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ ଦାୟିତ୍ୱ ସ୍ଥିର କରିବାକୁ କୁହାଯାଇଛି। କୋର୍ଟ କହିଛନ୍ତି ଯେ ଛାତ୍ର ପ୍ରତିବାଦ ପ୍ରସଙ୍ଗ…

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି। ‘E20 ଜନତା ପାର୍ଟି’ ନାମରେ ଚାଲିଥିବା ଏହି ଅଭିଯାନ ବର୍ତ୍ତମାନ ଦ୍ରୁତ ଗତିରେ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର ବିଶ୍ୱବିଦ୍ୟାଳୟକୁ ଭାଙ୍ଗିବା ପାଇଁ ଆଦେଶ ଦେଇଛନ୍ତି। ଏହାକୁ ନେଇ CJP କହିଛି ଯେ…

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର, ପଦଯାତ୍ରା ଓ ପ୍ରତିବାଦ ସଭା ଗୁରୁବାର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି।…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା ପ୍ରତିବାଦରେ ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ, ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଐତିହ୍ୟ, ଗୌରବ ଏବଂ ଶୈକ୍ଷିକ ପରିଚୟକୁ ବଜାୟ ରଖାଯାଉ…

ସିମେଣ୍ଟ କାରଖାନା ବନ୍ଦ: ତେଜିଲା ଅସନ୍ତୋଷ, ଲୋକେ ଆନ୍ଦୋଳନମୁହାଁ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ମାସ ୧୯ତାରିଖର ସମ୍ପୂର୍ଣ୍ଣଭାବେ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଭାରତ ସରକାରଙ୍କ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟର ସଚିବଙ୍କୁ…

ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ, ଦାବିପତ୍ରରେ ଭୂମିହୀନଙ୍କୁ…

ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶୁକ୍ରବାର ଅଲ୍‌ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଂଘର ସଭାପତି ପ୍ରଶାନ୍ତ ପ୍ରଧାନ ଏବଂ ସମ୍ପାଦକ ନୀରଜ ପ୍ରଧାନଙ୍କ…

ମେଗା ଜଳସେଚନ ଯୋଜନାରୁ ବାଦ୍‌ପଡ଼ିଛି କାଣ୍ଡସର, ଜଳସେଚନ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ବିକ୍ଷୋଭ

ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗାଁକୁ ପାର୍ବତୀଗିରି ମେଗା ଉଠା ଜଳସେଚନ ପ୍ରକଳ୍ପ ଯୋଜନାରୁ ବାଦ୍‌ ଦିଆଯାଇଥିବା ପ୍ରତିବାଦରେ ଗାଁର ଚାଷୀକୁଳ ମେଳି ବାନ୍ଧିଛନ୍ତି। ଗୁରୁବାର ପୂର୍ବତନ ସରପଞ୍ଚ କେ.ସଞ୍ଜୀବ ରେଡ୍ଡୀଙ୍କ…

ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା, ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୪(ଦିଲ୍ଲୀପ ସାମଲ): ଛତ୍ରପୁର ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ପୌରପରିଷଦରେ ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା ସୃଷ୍ଟି କରାଯାଉଥିବା ଅଭିଯୋଗ ନେଇ ଗଞ୍ଜାମ ଜିଲାପାଳଙ୍କୁ ଭେଟିଲେ ବହୁ ଜନପ୍ରତିନିଧି। ପୌର ପରିଷଦରେ ପ୍ରାୟ ୨ କୋଟିରୁ ଅଧିକ ଟଙ୍କା ଅଟକଳରେ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଏଥିସହ ଏହାର ପ୍ରତିବାଦରେ ଜିଲା ବିଜେଡି ପକ୍ଷରୁ ନିଶିକାନ୍ତ ଦୁବେଙ୍କ…

ଆନ୍ଦୋଳନକୁ ଏଡ଼ାଇ ଗୁରୁତର ରୋଗୀଙ୍କୁ ମୃତ୍ୟୁ ମୁଖରୁ ବଞ୍ଚାଇଲେ ଡାକ୍ତର, ନଚେତ୍‌…

କେସିଙ୍ଗା,୭ା୧(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ଡାକ୍ତର ସଂଘ(ଓମ୍‌ସା) ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ପୂର୍ବାହ୍ନ ୧୦ଟାରୁ ୧୧ଟା ଯାଏ ଆଉଟ୍‌ଡୋରରେ କେବଳ ଏକ ଘଣ୍ଟା ରୋଗୀ ସେବା କରୁଛନ୍ତି। ଆଉଟ୍‌ଡୋର ବନ୍ଦ ହୋଇ ଗଲେ ଦୂର ଦୁରାନ୍ତରୁ ଆସିଥିବା ରୋଗୀମାନେ ନିରାଶରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri