ସରକାରୀ ବସ୍ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ
ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଏନ୍. ନାରାୟଣ ରେଡ୍ଡୀ, ସିପିଆଇ ଜିଲା…

