ମମତାଙ୍କ ସହ ଆଲୋଚନାରେ ଯୋଗଦେଲେ ଡାକ୍ତର କୋଲକାତା,୧୬ା୯: ଆର୍.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ ଆନ୍ଦୋଳନରତ ଜୁନିୟର ଡାକ୍ତରମାନଙ୍କ ପ୍ରତିନିଧି ପଶ୍ଚିମବଙ୍ଗ ସରକାରଙ୍କ ସହ ଆଲୋଚନା ଆରମ୍ଭ କରିଛନ୍ତି।...