ପ୍ରସ୍ତାବିତ ମେଗା ଷ୍ଟିଲ୍ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି… ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍ ପ୍ଲାଣ୍ଟ୍ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ ଚତୁର୍ଥ ଗ୍ରାମସଭା ଅନୁଷ୍ଠିତ ହୋଇଛି। ତେବେ ଶୁକ୍ରବାର ସକାଳୁ ଚେମଣା ପଞ୍ଚାୟତର ଧନୁର୍ଜୟପୁରରେ…