କାନ୍ବେରା,୧।୯ପି.ଟି.): ଅଷ୍ଟ୍ରେଲିଆରେ ଭାରତୀୟଙ୍କ ଆପ୍ରବାସନ ବଢ଼ୁଥିବାରୁ ଏହା ବିରୋଧରେ ବିଭିନ୍ନ ସହରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେବେ ଅଷ୍ଟ୍ରେଲିଆ ସରକାର ଏଭଳି ବିକ୍ଷୋଭ ଅଭିଯାନକୁ ନିନ୍ଦା କରିଛନ୍ତି। ବର୍ଣ୍ଣବୈଷମ୍ୟ…