ବିଜେଡିର ସମାଲୋଚନା ପରେ ପ୍ରକାଶ ପାଇଲା ନୂଆ ତାଲିକା, ମୃତ ଅଧିକାରୀଙ୍କ ବଦଳରେ ସ୍ଥାନ ପାଇଲେ ଏହି ଅଧିକାରୀ ଭୁବନେଶ୍ୱର,୧୪ା୯: ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସଂଶୋଧନ ତାଲିକା ପ୍ରକାଶ ପାଇଛି। ପୂର୍ବ ତାଲିକାରେ ଜଣେ ମୃତ ଅଧିକାରୀଙ୍କ ନାଁ ରହିଥିଲା। ଏନେଇ ବିଜେଡି ସମାଲୋଚନା ପରେ ତାଙ୍କ ସ୍ଥାନରେ ଜଣେ ନୂଆ ଅଧିକାରୀ...