ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ
ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ କଂଗ୍ରେସ ପକ୍ଷରୁ ବନ୍ଦ…

