କାମାକ୍ଷାନଗରରେ ବାଘ ଆତଙ୍କ: ଗାଁ ନିକଟରେ ମିଳିଲା ପାଦଚିହ୍ନ କାମାକ୍ଷାନଗର,୨୧।୧୦: ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ପୁଣି ଥରେ ବାଘ ଆତଙ୍କ ଦେଖାଦେଇଛି। କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ୍ ଅଧୀନ ଖଟଖୁରା ଗାଁର ଧାନ ବିଲରେ ବାଘର ପାଦଚିହ୍ନ ଦେଖିବାକୁ ମିଳିଛି। କିଛି ଦିନ ତଳେ ବାଘଟି କଣ୍ଟାରିପାଟ ଜଙ୍ଗଲରେ ଏକ ଷଣ୍ଢକୁ…