ଅଲ୍ ନ୍ୟୁ ପଲ୍ସର ଏନ୍୨୫୦ର ଅନାବରଣ
ଭୁବନେଶ୍ୱର,୧୨।୪(ଅଭୟ ଦାଶ): ବଜାଜ୍ ଅଟୋ ଲିମିଟେଡ୍ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍ ନ୍ୟୁ ପଲ୍ସର ଏନ୍୨୫୦’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଅଲ୍ ନ୍ୟୁ ପଲ୍ସର ଏନ୍୨୫୦ରେ ଅନେକ ବୈଶିଷ୍ଟ୍ୟ ସାଙ୍ଗକୁ ଆଧୁନିକ...