ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍ଶୀଘ୍ର ମୋ’ ଯାତ୍ରାରେ… ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା ମଞ୍ଚରେ ଅଭିନୟ କରିବେ। ଏକ ଭିଡିଓରେ ରାଣୀ ପଣ୍ଡା କହିଛନ୍ତି, ମୁଁ ଆପଣମାନଙ୍କୁ…