ବିଜେଡିର ବଡ଼ ଘୋଷଣା, ଆଜି ପୁରୀ ବନ୍ଦ ପୁରୀ,୭ା୮: ଆଜି ୬ଘଂଟା ପୁରୀ ବନ୍ଦ । ସକାଳ ୬ଟାରୁ ଦିନ ୧୨ଟା ଯାଏଁ ୬ଘଂଟିଆ ବନ୍ଦ ପାଳନ କରିବ ବିଜୁ ଜନତା ଦଳ । ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବନ୍ଦ ଡ଼ାକରା ଦେଇଛି ବିଜେଡି । ବିଜେଡି…