ଡିସେମ୍ବର ୧ରୁ ଭକ୍ତଙ୍କ ପାଇଁ ଖୋଲିବ ପୁରୀ ଗୁଣ୍ଡିଚା ମନ୍ଦିର ପୁରୀ,୨୬ା୧୧: ପୁରୀର ଶ୍ରୀ ଗୁଣ୍ଡିଚା ମନ୍ଦିର ଆସନ୍ତା ଡିସେମ୍ବର ୧ ତାରିଖରୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ। ବୁଧବାର ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଏହି ସୂଚନା ଦେଇଛନ୍ତି। ପ୍ରଶାସନ ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରୁ ଜବରଦଖଲ...