ପୁରୀ,୮।୧( ଅଜିତ୍ କୁମାର ମହାନ୍ତି ): ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ୪ଗୋଟି ଭକ୍ତ ନିବାସର ପାର୍କି ଫି ବୃଦ୍ଧି କରାଯାଇଛି ।…