ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ଅଦାନୀ ପାଇଁ ଅଟକାଯାଇଥିଲା: ରାହୁଲ ଗାନ୍ଧୀ
ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମ୍ବିଧାନ ବଞ୍ଚାଅ ସମାବେଶରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ତୀବ୍ର ଆକ୍ରମଣ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ରଥଯାତ୍ରା ଅଘଟଣକୁ ନେଇ ସରକାର ଅଦାନୀ ଭଳି ଉଦ୍ୟୋଗପତିଙ୍କ ସ୍ୱାର୍ଥ ପାଇଁ...
ପୁରୀ ରଥଯାତ୍ରାରେ ୨୦ଲକ୍ଷ ଶ୍ରଦ୍ଧାଳୁଙ୍କୁ ଭୋଜନ ସେବା
ଭୁବନେଶ୍ୱର,୮।୭ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିନ୍ଦଲ ଫାଉଣ୍ଡେଶନ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ସାମିଲ ହୋଇ ଦେୟ ମୁକ୍ତ ସେବା ଓ ସୁବିଧା ଭକ୍ତମାନଙ୍କୁ ଯୋଗାଇ ଦେଇଥିଲା। ବିଶେଷ କରି ନବଯୌବନ ଦର୍ଶନରୁ...
ଦଳାଚକଟା ପରେ ତତ୍ପର ସରକାର: ବରିଷ୍ଠ ଅଧିକାରୀଙ୍କୁ ପୋଲିସ ପରିଚାଳନା ଦାୟିତ୍ୱ
କଟକ, ୨୯ା୬: ରାଜ୍ୟ ପୋଲିସ ମୁଖ୍ୟାଳୟ ଦ୍ୱାରା ଜାରି ଏକ ନିର୍ଦ୍ଦେଶନାମାରେ ଏଡିଜି (ADG) ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ପୋଲିସ ପରିଚାଳନାର ନୂଆ ଦାୟିତ୍ୱ ଦିଆଯାଇଛି। ସେ ଚଳିତ ବର୍ଷର ପୁରୀ ରଥଯାତ୍ରାର ପରିଚାଳନା ଦାୟିତ୍ୱରେ ରହିବେ। ଏହି ନିଷ୍ପତ୍ତି ଶରଧାବାଲିରେ...
ମୁଖ୍ୟମନ୍ତ୍ରୀ ନେଲେ ବଡ଼ ଆକ୍ସନ, ବଦଳିଲେ ପୁରୀ ଜିଲାପାଳ ଏସପି
ପୁରୀ,୨୯।୬: ପୁରୀରେ ଦଳାଚକଟା ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ଏହି ଘଟଣାକୁ ନେଇ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି। ବଡ଼...
Archives


