ମୁଖ୍ୟମନ୍ତ୍ରୀ ନେଲେ ବଡ଼ ଆକ୍ସନ, ବଦଳିଲେ ପୁରୀ ଜିଲାପାଳ ଏସପି ପୁରୀ,୨୯।୬: ପୁରୀରେ ଦଳାଚକଟା ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ଏହି ଘଟଣାକୁ ନେଇ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି। ବଡ଼...