ପୁରୀ ଶରଧାବାଲି ଦଳାଚକଟା ଘଟଣା: ଏକ ମାସ ମଧ୍ୟରେ ସରିବ ତଦନ୍ତ, ଦୋଷୀଙ୍କୁ ମିଳିବ କଠୋର ଦଣ୍ଡ ପୁରୀ,୨୯।୬: ପୁରୀ ଶରଧାବାଲିରେ ଦଳାଚକଟା ଘଟଣାରେ ଜଣେ ଭକ୍ତଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ସରକାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, ଏହି ଘଟଣାର ତଦନ୍ତ ଏକ ମାସ ମଧ୍ୟରେ ସମ୍ପୂର୍ଣ୍ଣ...