ପୁରୀ,୨୯।୬: ପୁରୀ ଶରଧାବାଲିରେ ଦଳାଚକଟା ଘଟଣାରେ ଜଣେ ଭକ୍ତଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ସରକାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…