Tag Archives: puri sri mandir

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି । ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ ଚିଲ କିଛି ସମୟ ଧରି ଉଡିବା ପରେ ଅକ୍ଷୟଦଣ୍ଡ ବସିଥିବା ଦେଖିବାକୁ ମିଳିଥିଲା।…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପାଢୀ କହିଛନ୍ତି, ୨୦୨୬-୨୭ ପାଞ୍ଜି…

ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନବାଚୀ, ଆନନ୍ଦବଜାରରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ

ପୁରୀ,୧୫।୧(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି ଦେଖିବାକୁ ମିଳିଛି । ପୋଲିସର ସୁରକ୍ଷା ବଳୟକୁ ଭେଦ କରି ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଆନନ୍ଦବଜାର ପରିସରରେ ମୋବାଇଲ୍‌ରେ କଥା ହେଉଥିବା ଦେଖିବାକୁ ମିଳିଛି । ତେବେ ବ୍ୟକ୍ତି ଜଣଙ୍କ କିପରି…

ସମୟ ଅଭାବରୁ ନୀତି ବାତିଲ, ରାତି ଉଜାଗର ରହିଲେ ମହାପ୍ରଭୁ

ପୁରୀ,୯।୧(ଅଜିତ୍‌ କୁମାର ମହାନ୍ତି): ସମ୍ପ୍ରତି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପହିିଲି ଭୋଗ ନୀତି ଚାଲିଛି । ନିଷ୍ପତ୍ତି ଅନୁଯାୟୀ ରାତି ୨ଟା ପରଠାରୁ ଶ୍ରୀମନ୍ଦିର ଦ୍ୱାର ଖୋଲାଯାଇ ନୀତିକାନ୍ତି କରାଯିବା ସହ ରାତି ୧୧ଟାରେ ପହୁଡ଼ କରାଯିବା କଥା। ତେବେ ବୁଧବାର ରାତିରେ…

ପୁରୀ ଶ୍ରୀମନ୍ଦିର ଭିତରକୁ ବାହାର ଘିଅ ପ୍ରବେଶ ଘଟଣା, ୭ ଦିନ ଭିତରେ ଉତ୍ତର ରଖିବାକୁ ନୋଟିସ୍

ପୁରୀ,୬।୧(ଅଜିତ କୁମାର ମହାନ୍ତି) ଶ୍ରୀମନ୍ଦିର ପରିସରକୁ ଅଧିକୃତ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ବାହାର ଲୋକଙ୍କ ଦ୍ୱାରା ନିଆଯାଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ଏହାକୁ ଜବତ କରାଯାଇଛି । ଏନେଇ ସୁଆର ମହାସୁଆର ନିଯୋଗକୁ ସୂଚିତ…

ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି

ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ): ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ ଆସୁଥିବା ବେଳେ ଅନେକ ସମୟରେ ନୀତିରେ ବିଳମ୍ବ ଦେଖିବାକୁ ମିଳୁଛି। ଯାହାକୁ ନେଇ ଭକ୍ତଙ୍କ…

ଭକ୍ତମାନଙ୍କ ସହଜ ଦର୍ଶନ ପାଇଁ ଗ୍ରହଣ କରାଯିବ ନୂଆ ବ୍ୟବସ୍ଥା: ବୃଦ୍ଧବୃଦ୍ଧା, ମହିଳାଙ୍କ ପାଇଁ ଅଲଗା ଧାଡ଼ି

ପୁରୀ,୩୦।୮: ଶୁକ୍ରବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭକ୍ତମାନଙ୍କ ସହଜ ଦର୍ଶନଠାରୁ ଆରମ୍ଭ କରି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିର…

ରତ୍ନ ଭଣ୍ଡାର ଖୋଲିବା ନେଇ ଜଗତଗୁରୁ  ଶଙ୍କରାଚାର୍ଯ୍ୟଙ୍କ ବିସ୍ଫୋରକ ବୟାନ: କହୁକହୁ କହିଦେଲେ…

ଭୁବନେଶ୍ୱର,୬।୭: ରତ୍ନ ଭଣ୍ଡାର ଖୋଲିବା ନେଇ ପୁରୀ ଶଙ୍କରାଚାର୍ଯ୍ୟ ଏକ ବଡ଼ ଏବଂ ବିସ୍ଫୋରକ ବୟାନ ଦେଇଛନ୍ତି। ଜଗତଗୁରୁ ଶଙ୍କରାଚାର୍ଯ୍ୟ କହିଛନ୍ତି,‘ସୁପ୍ରିମକୋର୍ଟଙ୍କ ଜଜମେଣ୍ଟ ଅଛି, ଯେ କୌଣସି ପଦକ୍ଷେପ ନେବା ପୂର୍ବରୁ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେବା ଉଚିତ। ହେଲେ ମୋର…

ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ଉଠିଲା ପ୍ରଶ୍ନ, ଭିତର ବେଢାର ଫଟୋ ଭାଇରାଲ

ପୁରୀ,୩ା୬(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଥିଲା ବେଳେ ବାରଂବାର ସୁରକ୍ଷା ଉଲଂଘନ ଯେଉଥିବା ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ପୁଣିଥରେ ଶ୍ରୀମନ୍ଦିର ଭିତର ବେଢାର ଫଟୋ ଭାଇରାଲ ହୋଇଛି। ଶ୍ରୀମନ୍ଦିର ବେଢାରେ ଦୁଇଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?